Masthead

ରାଜ୍ୟର ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ କୁମାର ଜେନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ କୁମାର ଜେନା । ମାର୍ଚ୍ଚ ୧ରୁ ଦାୟିତ୍ୱ ନେବେ ପ୍ରଦୀପ । ଫେବୃଆରୀ ୨୮ରେ ସରିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ । ୨ ଥର ବଢିଥିଲା ସୁରେଶ ମହାପାତ୍ରଙ୍କ ଅବଧି । ଉନ୍ନୟନ କମିସନର ଭାବେ କାର୍ଯ୍ୟ କରୁଛନ୍ତି ପ୍ରଦୀପ କୁମାର ଜେନା ।୧୯୮୯ ବ୍ୟାଚର ଆଇଏଏସ ଅଫିସର ।

ଓଡ଼ିଆ ଅଫିସର ଭାବରେ ବହୁ କାର୍ଯ୍ୟ ତୁଲାଇଛନ୍ତି । ଓଡ଼ିଶାର ଜଣେ ଦକ୍ଷ ଅଫିସର ଭାବରେ ଜଣାଶୁଣା । ଏହା ସହ ସେ ମୁଖ୍ୟ ଉନ୍ନୟନ କମିସନର ଭାବେ ଦାୟିତ୍ୱ ତୁଲାଇଲେ । ଏହା ବାଦ ତାଙ୍କ ପାଖେ ଥିବା ଅନ୍ୟ ଅତିରିକ୍ତ ଦାୟିତ୍ୱ ଅନୁ ଗର୍ଗଙ୍କୁ ଦିଆଯାଇଛି । ଅନୁ ଉନ୍ନୟନ କମିସନର, ଯୋଜନା ଓ ରୂପାୟନ ବିଭାଗରେ ଅତିରିକ୍ତ ଶାସନ ସଚିବ ଭାବେ କାମ କରିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ