Masthead

କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଲେ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ। ହାତ ଛାଡ଼ିବା ପରେ ଶଙ୍ଖ ଧରିପାରନ୍ତି ପ୍ରଦୀପ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ନୂଆ ରାଜନୈତିକ ଇନିଙ୍ଗସ୍ ଆରମ୍ଭ କରିବାକୁ ଯାଉଛନ୍ତି ନବରଙ୍ଗପୁରର ପୂର୍ବତନ ସାଂସଦ। ପୂର୍ବରୁ ଦଳ ଛାଡ଼ିବା ଚର୍ଚ୍ଚା ହେଉଥିଲା । ରାହୁଲ ଗାନ୍ଧି ଡାକି ବୁଝାଇଥିଲେ ତଥାପି ହାତ ଛାଡିଛନ୍ତି ପ୍ରଦୀପ। କଂଗ୍ରେସର ଏହି ହେଭିଓ୍ବେଟ ପୂର୍ବରୁ ନବରଙ୍ଗପୁର ଲୋକସଭା ସାଂସଦ ଭାବେ ଜିତିଥିଲେ ।

ପ୍ରଥମ ଥର ସାଂସଦ ଥିଲେ ବି ଯୁବ ନେତା ଭାବେ ଦିଲ୍ଲୀ କଂଗ୍ରେସ ରାଜନୀତିରେ ତାଙ୍କର ପ୍ରଭାବ ଭଲ ଥିଲା । ଜ୍ୟୋତିରାଦିତ୍ୟ ସିନ୍ଧିଆ, ସଚିନ ପାଇଲଟଙ୍କ ଭଳି ପ୍ରଦୀପ ମାଝୀ ମଧ୍ୟ ରାହୁଲ ଗାନ୍ଧୀଙ୍କ କୋର ଟିମରେ ସଦସ୍ୟ ଥିଲେ। ହେଲେ ଲଗାତାର ୨ ଥର ସାଂସଦ ପ୍ରାର୍ଥୀ ହୋଇ ହାରିବା ପରେ ଏବେ ଦଳ ଛାଡ଼ିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି