Masthead

ଆଜି ବିଜେଡିରେ ମିଶିବେ ପ୍ରଦୀପ ମାଝି

ନବରଙ୍ଗପୁର(ବଡ଼ ଖବର ବ୍ୟୁରୋ): ଆଜି ବିଧିବଦ୍ଧ ଭାବେ ବିଜେଡିରେ ମିଶିବେ ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝି । ନବରଙ୍ଗପୁର ସହରରେ ହେବାକୁ ଥିବା ମିଶ୍ରଣ ପର୍ବରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ, ମନ୍ତ୍ରୀ ଓ  ବିଜେଡିର ରାଜ୍ୟସ୍ତରୀୟ ବହୁ ନେତାଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେବେ ପ୍ରଦୀପ । ଏନେଇ ପ୍ରଦୀପ ନିଜେ ସୂଚନା ଦେଇଛନ୍ତି। କିଛି ଦିନ ତଳେ ପ୍ରଦୀପ କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ ତାଙ୍କ ସହ ଇସ୍ତଫା ଦେଇଥିଲେ ହଜାର ହଜାର ସମର୍ଥକ ।

ପ୍ରଦୀପ ଓ ତାଙ୍କ ଅନୁଗତ ସମର୍ଥକମାନେ ନବରଙ୍ଗପୁର ସହର ଚାଉଁରିଆଗୁଡା ଛକଠାରୁ ଏକ ବିଶାଳ ରାଲିରେ ନବରଙ୍ଗପୁର ସହର ପରିକ୍ରମା କରି ମାଝୀଗୁଡାଠାରେ ପହଞ୍ଚିବା ପରେ ମିଶ୍ରଣ ପର୍ବ ସଭାସ୍ଥଳରେ ପହଞ୍ଚିବେ । ଏହି ମିଶ୍ରଣ ପର୍ବରେ ପ୍ରାୟ ୧୦ହଜାର ବିଜେଡି କର୍ମୀ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା! 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା! 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ