Masthead

ଖୋଲୁଛି ପ୍ରଦୀପ ପାଣିଗ୍ରାହୀଙ୍କ ଗୁମର

ପ୍ରଦୀପଙ୍କ ବିରୁଦ୍ଧରେ ଆସିଲା ୨ଟି ନୂଆ ଠକେଇ ଅଭିଯୋଗ

ଗୋପାଳପୁର(ବଡ଼ ଖବର ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାମରେ ପୁଣି ୨ଟି ମାମଲା ରୁଜୁ କରାଯାଇଛି । ଆଜି ୨ ଜଣ ଗଞ୍ଜାମ ଜିଲ୍ଲା ଗୋଲାନ୍ଥରା ଥାନାରେ ତାଙ୍କ ବିରୁଦ୍ଧରେ ଅଭିଯୋଗ କରିଛନ୍ତି । ଚାକୀରି ଦେବା ନା’ ରେ ପ୍ରଦୀପ ଦୁଇ ଜଣଙ୍କ ଠାରୁ ୫ ଲକ୍ଷ ଟଙ୍କା ଠକି ଥିବା ଥାନାରେ ଅଭିଯୋଗ ହୋଇଛି ।

ପୂର୍ବରୁ ପ୍ରଦୀପ ପାଣିଗ୍ରାହୀଙ୍କ ନା’ରେ ବିଭିନ୍ନ ଠକେଇ ଅଭିଯୋଗ ହୋଇଥିଲା । ସେହି କାରଣରୁ ସେ ଏବେ ଜେଲରେ ଅଛନ୍ତି। ବର୍ତ୍ତମାନର ଅଭିଯୋଗକୁ ନେଇ ତଦନ୍ତ କରାଯିବ ବୋଲି ବ୍ରହ୍ମପୁର ଏସ.ପି ପିନାକ ମିଶ୍ର ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ