Masthead

ପ୍ରଦୀପ ପାଣିଗ୍ରାହୀ ଏମ୍ସ ସ୍ଥାନାନ୍ତର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଆଘାତ ଲାଗିଥିବାରୁ ପ୍ରଦୀପଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର ସ୍ଥାନାନ୍ତର କରାଯାଇଛି । ଅଧିକ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଥିବା ପରିବାର ପକ୍ଷରୁ ସୂଚନା ମିଳିଛି । ଗତକାଲି ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କରଙ୍କ ସହ ଗଣ୍ଡଗୋଳରେ ଆହତ ହୋଇଥିଲେ ପ୍ରଦୀପ । ତାଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଥିଲା । ଆଜି ତାଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା