Masthead

ପ୍ରଦୀପ ପାଣିଗ୍ରାହୀ ଏମ୍ସ ସ୍ଥାନାନ୍ତର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଆଘାତ ଲାଗିଥିବାରୁ ପ୍ରଦୀପଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର ସ୍ଥାନାନ୍ତର କରାଯାଇଛି । ଅଧିକ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଥିବା ପରିବାର ପକ୍ଷରୁ ସୂଚନା ମିଳିଛି । ଗତକାଲି ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କରଙ୍କ ସହ ଗଣ୍ଡଗୋଳରେ ଆହତ ହୋଇଥିଲେ ପ୍ରଦୀପ । ତାଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଥିଲା । ଆଜି ତାଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା