Masthead

କଂଗ୍ରେସ ଛାଡ଼ିବେନି ପ୍ରଦୀପ

ଭୁବନେଶ୍ୱପର(ବଡ଼ ଖବର ବ୍ୟୁରୋ): ଦଳ ଛାଡ଼ିବେନି ପ୍ରଦୀପ ମାଝୀ । ଏନେଇ ଦୀର୍ଘ ଅଧଘଣ୍ଟାର ବୈଠକ ପରେ ସ୍ପଷ୍ଟ କଲେ ପ୍ରଦୀପ । ବର୍ତ୍ତମାନ କଂଗ୍ରେସରେ ରହିଛି ଏବଂ ଆଗକୁ ମଧ୍ୟ କଂଗ୍ରେସରେ ହିଁ ରହିବେ ବୋଲି ପ୍ରଦୀପ ଗଣମାଧ୍ୟମ ନିକଟରେ ସ୍ପଷ୍ଟ କରିଛନ୍ତି । ତେବେ ପ୍ରଦୀପଙ୍କ ଏପରି ନିଷ୍ପତ୍ତି ପଛରେ କଣ ରଣନୀତି ରହିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ