Masthead

ବାଟ ହୁଡିଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା

ବୀରମହାରାଜପୁର, (ବଡ଼ ଖବର ବ୍ୟୁରୋ): ପଲିଥିନ ତଳେ ଜୀବନ । ପରିବାର ସହ ଜଣେ ଦିବ୍ୟାଙ୍ଗ ଭାଗ୍ୟକୁ ଆଦରି ସେଠାରେ ପଡିରହିଛନ୍ତି । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଯଟେସିଂହା ପଞ୍ଚାୟତ ଗୋଧନେଶ୍ୱର ଗ୍ରାମରେ । ଦିବ୍ୟାଙ୍କ ଶାନ୍ତନୁ ଖମାରୀ ସ୍ତ୍ରୀ ଓ ୨ ଝିଅଙ୍କ ସହ ଜୀବନକୁ ପାଣି ଛଡେଇ ପଲିଥିନ ତଳେ ବିତାଉଛନ୍ତି ଜୀବନ । ଘର ଖଣ୍ଡିଏ ପାଇଁ ସେ ପଞ୍ଚାୟତଠାରୁ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସବୁଠି ଗୁହାରି କରିଥିଲେ ମଧ୍ୟ ସୁଫଳ ପାଇପାରୁ ନାହାନ୍ତି । ସରକାର ଭିନ୍ନକ୍ଷମମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ଏହାର ଫାଇଦା ଉଠାଇପାରୁ ନାହାନ୍ତି ଦିବ୍ୟାଙ୍ଗ ଶାନ୍ତନୁ । ଥିଲା ବାଲା ଏହି ଯୋଜନାରୁ ଲାଭ ଉଠାଉଥିବା ବେଳେ ଯୋଗ୍ୟ ହିତାଧିକାରୀ ବାଦ୍ ପଡିଯାଉଛନ୍ତି । ବୀରମହାରାଜପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟ ହୁଡିଥିବାରୁ ଶାନ୍ତନୁଙ୍କ ଭାଗ୍ୟ କେବେ ପରିବର୍ତ୍ତନ ହେବ ତାହା ଦେଖିବାକୁ ବାକି ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼