Masthead

ଚଣ୍ଡିଖୋଲ ସଭାର ମାଡ଼ରେ ବିଜେଡି ଭୟଭୀତ: ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୃସିଂହ ସାହୁଙ୍କ ୧୧୦ ଅଙ୍କକୁ କାଉଣ୍ଟର କଲେ ବିଜେପି ନେତା ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। କହିଲେ ବିଜେପି ଏକାକୀ ଲଢ଼ି ଓଡ଼ିଶାରେ ସରକାର ଗଠନ କରିବ। ଯାଜପୁର ଚଣ୍ଡିଖୋଲ ପ୍ରଧାନମନ୍ତ୍ରୀ ସଭାର ମାଡ଼ରେ ବିଜେଡି ଭୟଭୀତ। ସବୁଠି ମୋଦି ମୟ। । ମେଣ୍ଟର ପ୍ରଶ୍ନ ଉଠୁନି । ରାଜ୍ୟ ସଭାପତି ଏନେଇ ସ୍ପଷ୍ଟ କରିଛନ୍ତି। ଆମେ ତ କହୁଛୁ ଏକାକୀ ଲଢିବୁ। ବିଜେଡିର ଯଦି ଦମ୍ ଅଛି କହୁ ଯେ, ସେମାନେ ଏକାକୀ ଲଢ଼ିବେ ବୋଲି।

ବିଜେପି ସହ ମେଣ୍ଟ ହେବନି। ମୁଖ୍ୟମନ୍ତ୍ରୀଙ୍କୁ କେବଳ ଗୋଟିଏ ଭୟ ସେ ହେଲା ପ୍ରଦୀପ ପାଣିଗ୍ରାହୀ। ଗଞ୍ଜାମରେ ସ୍ଥିତି ସାଙ୍ଘାତିକ ତାଙ୍କର। ହାରିବା ସୁନିଶ୍ଚିତ। ମୁଖ୍ୟମନ୍ତ୍ରୀ ଅସ୍ଥିର, ବିଚଳିତ। ତାଙ୍କ ଚିନ୍ତା ଖାଲି କାର୍ତ୍ତିକ ପାଇଁ। ବାପ ପୁଅ ଭଳି ଫଟ ଉଠାଉଛନ୍ତି। କାର୍ତ୍ତିକର କିଛି ଯେମିତି ନହଉ ସେଥିଲାଗି ମେଣ୍ଟ ପାଇଁ ଆଗ୍ରହ ଦେଖାଉଛନ୍ତି। ଏ କଥାକୁ ବିଭିନ୍ନ ସୋସିଆଲ ମିଡିଆରେ ପ୍ରଚାର କରୁଛନ୍ତି। ଲେଖା ଛିଡି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା