Masthead

କଥା ପ୍ରବଳ କାମ ଦୁର୍ବଳ: ପ୍ରଦୀପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିପର୍ୟ୍ୟସ୍ତ ସ୍ବାସ୍ଥ୍ୟ ସେବା ନେଇ ସରକାରଙ୍କୁ ବିଜେପିର ଟାର୍ଗେଟ୍‌ । ପ୍ରେସ୍‌ମିଟ୍‌ କରି ଟାର୍ଗେଟ୍‌ କଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ । କହିଛନ୍ତି ଓଡ଼ିଶାରେ ରୋଗୀ ସଂଖ୍ୟା ବଢ଼ିଛି, ସ୍ବାସ୍ଥ୍ୟ ସେବା ଭୁଶୁଡ଼ିଛି । ୨୫ ବର୍ଷ ଶାସନ ପରେ ବି ସ୍ବାସ୍ଥ୍ୟ ସେବା ଯୋଗାଇବାରେ ବିଫଳ ।

୨୦୧୯ରେ ୩ଟି ହସ୍ପିଟାଲକୁ ବିଶ୍ବସ୍ତରୀୟ ପାଇଁ କହିଥିଲେ କିନ୍ତୁ ତାହା ପାଣିରେ ଗାର । ସେ ଆହୁରି ମଧ୍ୟ କହିଛନ୍ତି ସ୍ବାସ୍ଥ୍ୟସେବାକୁ ପ୍ରଧାନମନ୍ତ୍ରୀ ସବୁବେଳେ ପ୍ରାଥମିକତା ଦେଇଛନ୍ତି । ଏଠି କିନ୍ତୁ ରାଜ୍ୟ ସରକାରଙ୍କ କଥା ପ୍ରବଳ, କାମ ଦୁର୍ବଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ