Masthead

ପୋଲ୍ ଖୋଲିଲେ ପ୍ରଦୀପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ନେତା ତଥା ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ବିସ୍ଫୋରକ ବୟାନ । କହିଲେ ଛତିଶଗଡରେ ବିଜେପିକୁ ହରାଇବାକୁ ଟଙ୍କା ଲଗେଇଥିଲା ବିଜେଡି । ପଶ୍ଚିମ ଓଡ଼ିଶାର ବିଜେଡି ନେତା, ମନ୍ତ୍ରୀମାନେ ପ୍ରାଣପଣେ ଚେଷ୍ଟା କରିଥିଲେ । ଛତିଶଗଡ଼ ଗସ୍ତ କରି ଲୋକଙ୍କୁ କହୁଥିଲେ ବିଜେପି ବିରୋଧରେ ଭୋଟ ଦିଅ । ଗତ ନିର୍ବାଚନରେ ବି ଟଙ୍କା ଲଗାଇଥିଲେ । କଂଗ୍ରେସ ଜିତିବାରୁ ବିଜେଡି ଖୁସି ଥିଲା । ବିଜେଡି ପଇସା ଲଗେଇଛି, ପ୍ରଚାର ବି କରିଛି ତା ସତ୍ତ୍ୱେ ଛତିଶଗଡ଼ ଲୋକେ ବିଜେପିକୁ ଭୋଟ ଦେଇଛନ୍ତି ।

ଓଡ଼ିଶାରେ ୨୦୨୪ରେ ସରକାର ହେବ ଏହାକୁ କେହି ଅଟକାଇ ପାରିବେନି । ୩ ରାଜ୍ୟର ଫଳାଫଳ ବିଜେଡି ପାଇଁ ମୃତ୍ୟୁ ଘଣ୍ଟି । ବିଜେଡି ନେତାଙ୍କ ପାଇଁ ସତର୍କ ଘଣ୍ଟି । ଛତିଶଗଡ଼ ଫଳାଫଳ ପଶ୍ଚିମ ଓଡ଼ିଶାରେ ବ୍ୟାପକ ପ୍ରଭାବ ପକାଇବ ବୋଲି କହିଛନ୍ତି ପ୍ରଦୀପ ପୁରୋହିତ । ସେ ଆହୁରି ମଧ୍ୟ କହିଛନ୍ତି ମନ୍ତ୍ରୀ ନିରଞ୍ଜନ ପୂଜାରୀ, ରାଜେନ୍ଦ୍ର ଢୋଲକିଆ ଓ ବିଧାୟକ ଦିବ୍ୟଶଙ୍କର ମିଶ୍ରଙ୍କ ଭଳି ବିଜେଡିର ଅନେକ ବରିଷ୍ଠ ପଶ୍ଚିମ ଓଡ଼ିଶାର ନେତା ମନ୍ତ୍ରୀ ଛତିଶଗଡ଼ରେ ଭୁନେଶ୍ୱରୁ ପୁଳା ପୁଳା ଟଙ୍କା ନେଇ ବିଜେପିକୁ ହରାଇବା ପାଇଁ ଚାହୁଥିଲେ । ହେଲେ ଫଳ ଶୂନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା