Masthead

ଏସଆଇଟି ତଦନ୍ତକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପ୍ରଦୀପ୍ତ ନାଏକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏସଆଇଟିର ତଦନ୍ତକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। ସେ ଟ୍ୱିଟ୍ କରି କହିଛନ୍ତି ଏସଆଇଟି ଯାହା ତଦନ୍ତ କରି ଯାହା କହୁଛି ତାହା ବିଶ୍ୱାସଯୋଗ୍ୟ ନୁହେଁ । ଏସଆଇଟିର ଉଦ୍ଦେଶ୍ୟକୁ ନେଇ ଯାହା ସନ୍ଦେହ କରାଯାଉଥିଲା, ସତ ପ୍ରମାଣିତ ହୋଇଛି ।

ଅଙ୍ଗ ତସ୍କରିକୁ ଲୁଚାଇବା ପାଇଁ ମନଗଢା କାହାଣୀ କୁହୁଛି ଏସଆଇଟି । ପ୍ରମାଣ ବିଶ୍ୱାସ ଯୋଗ୍ୟ ନୁହେଁ । ଯଦି ଦୁଷ୍କର୍ମ ହୋଇଥିଲା, ନୟାଗଡ଼ ପୋଲିସ କିପରି ଜାଣିପାରିଲା ନାହିଁ ବୋଲି ବିରୋଧୀଦଳ ନେତା ପ୍ରଶ୍ନ କରିଛନ୍ତି । ସରୋଜ ସେଠୀ କ’ଣ ଏତେ ପ୍ରଭାବଶାଳୀ ଯେ ନୟାଗଡ଼ ପୋଲିସ ତାଙ୍କୁ ୪ମାସ ହେବ ପୋଲିସ ସୁରକ୍ଷା ଦେଉଥିଲା । ମୃତଦେହର ଅଙ୍ଗଗୁଡିକ କୁଆଡେ ଗଲା ବୋଲି ପ୍ରଦୀପ୍ତ ପ୍ରଶ୍ନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା