Masthead

ବିଧାନସଭା ବନ୍ଦ କରି କ’ଣ ଲାଭ ପାଉଛନ୍ତି ବିରୋଧୀ: ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ବନ୍ଦ ପ୍ରସଙ୍ଗରେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ ପ୍ରତିକ୍ରିୟା ରଖିଛନ୍ତି । ବିଧାନସଭାକୁ ବିରୋଧୀ ସବୁବେଳେ ଅଚଳ କରୁଛନ୍ତି । ତାଙ୍କର ଉଦ୍ଦେଶ୍ୟ ନୁହେଁ ଗୃହ ଚଳାଇବା ପାଇଁ। ବିଧାନସଭାରେ ଲୋକଙ୍କ ସମସ୍ୟା ଆଲୋଚନା ହେଉ। ବିରେୋଧୀ ଚାହାନ୍ତି ଗୃହ ବନ୍ଦ କରିଦେଲେ ଆଲୋଚନା ହେବନି । ଖବର ବାହାରିବ ବିଧାନସଭା ଅଚଳ କରିଦେଲେ। ସେଥିରେ ସେ ଭାବୁଛନ୍ତି ସାଧାରଣ ଲୋକେ ଖୁସି ହେଉଛନ୍ତି ବୋଲି । ସାଧାରଣ ଲୋକ ବିରକ୍ତ ହେଉଛନ୍ତି ବୋଲି ସେ ବୁଝିବାକୁ ନାରାଜ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ