Masthead

ବିଧାନସଭା ବନ୍ଦ କରି କ’ଣ ଲାଭ ପାଉଛନ୍ତି ବିରୋଧୀ: ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ବନ୍ଦ ପ୍ରସଙ୍ଗରେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ ପ୍ରତିକ୍ରିୟା ରଖିଛନ୍ତି । ବିଧାନସଭାକୁ ବିରୋଧୀ ସବୁବେଳେ ଅଚଳ କରୁଛନ୍ତି । ତାଙ୍କର ଉଦ୍ଦେଶ୍ୟ ନୁହେଁ ଗୃହ ଚଳାଇବା ପାଇଁ। ବିଧାନସଭାରେ ଲୋକଙ୍କ ସମସ୍ୟା ଆଲୋଚନା ହେଉ। ବିରେୋଧୀ ଚାହାନ୍ତି ଗୃହ ବନ୍ଦ କରିଦେଲେ ଆଲୋଚନା ହେବନି । ଖବର ବାହାରିବ ବିଧାନସଭା ଅଚଳ କରିଦେଲେ। ସେଥିରେ ସେ ଭାବୁଛନ୍ତି ସାଧାରଣ ଲୋକେ ଖୁସି ହେଉଛନ୍ତି ବୋଲି । ସାଧାରଣ ଲୋକ ବିରକ୍ତ ହେଉଛନ୍ତି ବୋଲି ସେ ବୁଝିବାକୁ ନାରାଜ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି