Masthead

ନବ ତାଙ୍କର ପୁଅ ନହୋଇ ଏତେ ବ୍ୟସ୍ତ କାହିଁକି: ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । କହିଛନ୍ତି ନବ ଦାସ ଆମ ଲୋକ । ବିଜୁ ଜନତା ଦଳର। ଆମ ଦଳର ଜଣେ ସଦସ୍ୟଙ୍କର ଅସମୟରେ ଦେହାନ୍ତ ହେଲା । ଆକ୍ସିଡେଣ୍ଟାଲ ଡେଥ ହେଲା । ସମସ୍ତେ ମର୍ମାହତ, ଦୁଃଖିତ । ମୁଖ୍ୟମନ୍ତ୍ରୀ ଆହୁରି ଦୁଃଖିତ। ସେପରି ସ୍ଥଳେ ବିରୋଧୀ କହିବେ, ଆମେ ନିଜ ପୁଅ ପାଇଁ ବ୍ୟସ୍ତ ହେଉନୁ । ତାଙ୍କର ପୁଅ ନ ହୋଇ ସେ ଏତେ ବ୍ୟସ୍ତ ହୋଇଯାଉଛନ୍ତି। ତଦନ୍ତରେ ଦୋଷୀ ଧରାପଡିବ । ଦୋଷୀ ନିଶ୍ଚିନ୍ତ ଦଣ୍ଡ ପାଇବ। ଖସିବାର ନାହିଁ । ବିରୋଧୀ ଏ ଦିଗରେ ରାଜନୀତି କରିବା ଠିକ ନୁହେଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ