Masthead

କଥା କହୁଚୁ ଗୋଟେ, କାମ କରୁଛୁ ଗୋଟେ: ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଆ ଭାଷାକୁ ଅବହେଳା ପ୍ରସଙ୍ଗକୁ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ସେ କହିଛନ୍ତି, ଆଇନ କୁ ନିଜେ ନ ମାନିଲେ କରିବ କିଏ। ଆଗେ ଓଡ଼ିଆ ଭାଷାରେ ଲେଖିବା କଥା, ପରେ ହିନ୍ଦୀ ଓ ଶେଷରେ ଇଂରାଜୀ ଭାଷାରେ ଲେଖିବା କଥା। ଆମେ ଅଭ୍ୟାସ ଗତ ହୋଇଗଲୁଣି ।

କଥା କହୁଚୁ ଗୋଟେ, କାମ କରୁଛୁ ଗୋଟେ। ଦସ୍ତଖତ କଲାବେଳେ ବି ଆମେ ଇଂରାଜୀରେ କରୁଛୁ। ଯେଉଁମାନେ ନିୟମ ମାନୁନାହାଁନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବା ଉଚିତ୍ ବୋଲି କହିଛନ୍ତି ପ୍ରଫୁଲ ସାମଲ। କାର୍ୟ୍ୟାନୁଷ୍ଠାନ ହୋଇଛି କିନ୍ତୁ ତାହା ଆଶାନୁରୂପକ ହୋଇନାହିଁ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ