Masthead

ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଘରୁ ୧୦ ଲକ୍ଷ ଟଙ୍କା ଜବତ କଲା ଇଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଜମି ମହାଦୁର୍ନୀତି ମାମଲା । ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଘରୁ ଟଙ୍କା ସହ କାର ଜବତ କଲା ଇଡି । ଭୁବନେଶ୍ୱର ସ୍ଥିତ ପଳାଶପଲ୍ଲୀ ଘରୁ ଦାମୀ କାର ସହ ୧୦ ଲକ୍ଷ ଟଙ୍କା ଜବତ କଲା ଇଡି । କାଲି ୨୦ କୋଟିର ଜମି ଦୁର୍ନୀତି ମାମଲାରେ ରେଡ୍‌ କରିଥିଲା ଇଡି । ଭଦ୍ରକ ଓ ଭୁବନେଶ୍ୱର ସହ ୧୦ଟି ସ୍ଥାନରେ ରେଡ୍‌ କରିଥିଲା ଇଡି । ବରପଦା ଇଞ୍ଜିନିୟରିଂ କଲେଜ ସହ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ରେଡ୍‌ କରିଥିଲା ଇଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା