Masthead

ପ୍ରଗତି ଓଡ଼ିଆ ସମାଜ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଲାଡୋସରାଇ ସ୍ଥିତ ହନୁମାନ ମନ୍ଦିର ପ୍ରାଙ୍ଗଣରେ ପ୍ରବାସୀ ଓଡ଼ିଆ ସଙ୍ଗଠନ “ପ୍ରଗତି ଓଡ଼ିଆ ସମାଜ” ଦ୍ୱାରା ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ଏହି ଉତ୍ସବକୁ ସଂସ୍ଥାର ସଭାପତି ସୋମନାଥ ସ୍ୱାଇଁ, ଉପସଭାପତି- ବିଭୁତି ବେହେରା ଉତ୍ସବକୁ ପରିଚାଳନା କରିଥିଲେ ଏବଂ ତାଙ୍କୁ ସହଯୋଗ କରିଥିଲେ ପ୍ରମୋଦ ବାରିକ, ଦେବାଶିଷ ବାବୁ, ଭାଗିରଥି ମହାରଣା, ସୁଶାନ୍ତ ବିଶ୍ୱାଳ, ସଞ୍ଜୟ ନାୟକ, ଅଭିରାମ ସାମଲ, ରଘୁନାଥ ମଳିକ, ଦୁର୍ଗା ଧଳ, ପରେଶ, ମହେନ୍ଦ୍ର ବାବୁ । ଅନ୍ୟ ୨୦୦ ରୁ ଉର୍ଦ୍ଧ୍ବ ଓଡ଼ିଆ ଭାଇ ଓ ଭଉଣୀମାନେ ଉପସ୍ଥିତ ରହି ପ୍ରଗତି ଓଡ଼ିଆ ସମାଜର ପ୍ରଗତି ରଥକୁ ଆଗକୁ ବଢେଇ ନେବାକୁ ସଂକଳ୍ପ କରିଥିଲେ । ଏହି ଉତ୍ସବରେ ସଂସ୍ଥାର ସଂପାଦକ ରତ୍ନାକର ସୂତାର ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପରିଶେଷରେ, ସଭାପତି ଏବଂ ସମ୍ପାଦକ ଅଭିଭାଷଣ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା