Masthead

ଲ୍ୟାଣ୍ଡରରୁ ଅଲଗା ହେଲା ପ୍ରଜ୍ଞାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ମିଶନ ଚନ୍ଦ୍ରୟାନ-୩କୁ ନେଇ ଇସ୍ରୋର ଟ୍ୱିଟ୍‌ । ଲ୍ୟାଣ୍ଡରରୁ ଅଲଗା ହେଲା ପ୍ରଜ୍ଞାନ । ଲ୍ୟାଣ୍ଡରରୁ ଅଲଗା ହେଲା ରୋଭର ‘ପ୍ରଜ୍ଞାନ’ । ଅଲଗା ହେବା ପରେ ଚନ୍ଦ୍ରରେ ବୁଲୁଛି ‘ପ୍ରଜ୍ଞାନ’ । ଚନ୍ଦ୍ର ପୃଷ୍ଠରେ ତଥ୍ୟ ସଂଗ୍ରହ କରିବ ରୋଭର । ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରି ଚନ୍ଦ୍ରୟାନ-୩ ଇତିହାସ ରଚିଛି।

ବୁଧବାର ନିର୍ଦ୍ଧାରିତ ସମୟ ଅନୁଯାୟୀ ଭାରତୀୟ ସମୟ ସନ୍ଧ୍ୟା ୬.୦୪ରେ ଚନ୍ଦ୍ରୟାନ -୩ର ଲ୍ୟାଣ୍ଡର ମଡ୍ୟୁଲ (ଏଲ୍‌ଏମ୍‌) ଚନ୍ଦ୍ର ପୃଷ୍ଠରେ ଅବତରଣ କରିଛି। ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି