Masthead

ପରିବାର ଭଲ ପାଇଁ ବାପା ଚିନ୍ତା କରିବେ: ପ୍ରକାଶ ସୋରେନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ଅଟକିଛି ମେଣ୍ଟ ନିଷ୍ପତ୍ତି। ଏପଟେ ସାମ୍ନାକୁ ଆସିଛି ବିଜେପି ବିଧାୟକ ପ୍ରକାଶ ସୋରେନଙ୍କ ପ୍ରତିକ୍ରିୟା । କହିଛନ୍ତି ଶୀର୍ଷ ଏବଂ କେନ୍ଦ୍ରୀୟ ନେତୃତ୍ୱ ଯାହା ନିଷ୍ପତି ନେବେ । ଦିଲ୍ଲୀ ନେତୃତ୍ୱଙ୍କ ଉପରେ ସବୁ ନିର୍ଭର କରେ, ସେମାନଙ୍କ ସରକାର ଚଳେଇବାର ଅଛି ଦଳକୁ ବି ଚଳେଇବାର ଅଛି ।

ଘରର ମୁରବି ହେଉଛନ୍ତି ‘ବାପା’ । ପରିବାର ଭଲ ପାଇଁ ବାପା ଚିନ୍ତା କରିବେ । ଯାହା ନିଷ୍ପତି ନେବେ ପରିବାରର ଭଲ ପାଇଁ ହିଁ ନେବେ । ରାଜ୍ୟର ଶୀର୍ଷ ନେତୃତ୍ୱ ଦିଲ୍ଲୀରେ ଡେରା ପକେଇଛନ୍ତି । ତାଙ୍କୁ ଡାକରା ଆସିଥିଲା । ଦଳ ସିଦ୍ଧାନ୍ତ ନେଉଛି ଏବଂ ଦଳ ସିଦ୍ଧାନ୍ତ ଶିରୋଧାର୍ଯ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ