Masthead

ବିଜେପି ପାଇଁ ବୁଢା ବୁଢ଼ୀ ଏବେ କାନ୍ଦୁଛନ୍ତି: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରଗରମ ହେଉଛି ଝାରସୁଗୁଡ଼ା ମଇଦାନ । ଝାରସୁଗୁଡ଼ାରେ ହେବ ତ୍ରିମୁଖୀ ଲଢେଇ । ବିଜେଡି-ବିଜେପି-କଂଗ୍ରେସ ତୟାର । ବିଜେଡି, କଂଗ୍ରେସ ଆଗରୁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଗତକାଲି ବିଜେପି ପ୍ରାର୍ଥୀ ଘୋଷଣା କରିଛି । ବିଜେଡିରୁ ଦୀପାଲି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେଙ୍କ ମଧ୍ୟରେ ହେବ ଜୋରଦାର ଫାଇଟ ।

ଝାରସୁଗୁଡ଼ାରେ ଲକ୍ଷେ ଭୋଟରେ ଜିତିବୁ ବୋଲି କହିଛନ୍ତି ପ୍ରମିଳା ମଲ୍ଲିକ । ସେ କହିଛନ୍ତି ଆମେ ଲୋକଙ୍କ ପାଇଁ କାମ କରିଛୁ, ସେମାନଙ୍କ ସହ ଅଛୁ । ଆମର ପ୍ରମୁଖ ବିରୋଧୀ ବିଜେପି ୧୦ ବର୍ଷ ହେବ କେନ୍ଦ୍ରରେ ଶାସନ କରୁଛନ୍ତି। ସେମାନେ ଲୋକଙ୍କ ପାଇଁ କ’ଣ କରିଛନ୍ତି, ଆଗେ କୁହନ୍ତୁ ବୋଲି ପ୍ରଶ୍ନ କରିଛନ୍ତି ପ୍ରମିଳା । ବିଜେପି ପାଇଁ ବୁଢା ବୁଢ଼ି ଏବେ କାନ୍ଦୁଛନ୍ତି। ପେନସନ ଠିକ ଭାବେ ମିଳୁ ନଥିବା କଥା କହିଛନ୍ତି । ଏବଂ ବ୍ୟାଙ୍କ ଯାଇ ଟିପ ଚି଼ହ୍ନ ଦେଇ ଯାହା ହଇରାଣ ହେଉଛନ୍ତି, ଆମେ ଦେଖୁଛୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ