Masthead

‘ଗୃହର ପଦ ମର୍ଯ୍ୟାଦା ରକ୍ଷା କରିବା ଆମର ଦାୟିତ୍ୱ ଓ କର୍ତ୍ତବ୍ୟ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ । ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଅନ୍ୟ କେହି ନାମାଙ୍କନ ଭରିନଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ପ୍ରମିଳା ବିଧିବଦ୍ଧ ଭାବେ ଦାୟିତ୍ୱ ନେଲେ ପ୍ରମିଳା । ବାଚସ୍ପତି ଭାବେ ପ୍ରମିଳା ଦାୟିତ୍ୱ ନେବା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହାସହ ନବୀନ କହିଛନ୍ତି, ଓଡ଼ିଶା ପ୍ରଥମ ମହିଳା ବାଚସ୍ପତି ପାଇଛି । ଏହା ଏକ ଐତିହାସିକ ମୁହୂର୍ତ୍ତ । ଏହାସହ ବିରୋଧୀ ଦଳ ନେତା ମଧ୍ୟ ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇବା ସହ ଗୃହରେ ନିରପେକ୍ଷତା ନୀତି ଆପଣାଇବାକୁ କହିଛନ୍ତି । ବାଚସ୍ପତି ଭାବେ ଶପଥ ନେବା ପରେ ପ୍ରମିଳା ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଗୃହର ପଦମର୍ଯ୍ୟାଦା ରକ୍ଷା କରିବାକୁ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି ପ୍ରମିଳା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ