Masthead

କୁଆଡେ ଗଲା ଆଚ୍ଛା ଦିନ: ପ୍ରମିଳା ମଲ୍ଲିକ 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ମୁକ୍ତ ଓଡିଶା ଗଠନ ନେଇ ବିଜେପିର ଆହ୍ୱାନ ଉପରେ ପ୍ରତିକ୍ରିୟା ରଖିଲା ଶାସକ ଦଳ । ଦଳର ଉପ ସଭାନେତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି ଭାରତ ବର୍ଷ ଲୋକେ ଦରଦାମ ବୃଦ୍ଧି କୁ ନେଇ ତ୍ରାହି ତ୍ରାହି ଡାକିଲେଣି । ତେଣୁ ସମଗ୍ର ଭାରତର ଲୋକେ ଚିନ୍ତା କଲେଣି କେମିତି ବିଜେପି ମୁକ୍ତ ଭାରତ ଗଠନ କରିବେ । କର୍ଣ୍ଣାଟକ ପ୍ରଭାବ ଦେଶର ଅନ୍ୟ ରାଜ୍ୟରେ ବି ଆଗକୁ ପଡ଼ିପାରେ । ସେ କେଉଁ ମୁକ୍ତ କରିବା କଥା କହୁଛନ୍ତି ସାଧାରଣ ଲୋକଙ୍କ ପାଖକୁ ଯାଆନ୍ତୁ ଜବାବ ପାଇଯିବେ ।

୯ ବର୍ଷ ମଧ୍ୟରେ କୌଣସି ବି ଭଲ କାମ କରି ନାହାନ୍ତି କେବଳ ମିଛ କଥା କହିଛନ୍ତି । କୁଆଡେ ଗଲା କଳା ଆଣି ଲୋକଙ୍କ ଖାତାରେ ଦେବା କଥା, କୁଆଡେ ଗଲା ଦରଦାମ ନିୟନ୍ତ୍ରଣ । କେଉଁ ଆଛା ଦିନ ଆସିଲା । କେବଳ ପୁଞ୍ଜି ପତି ମାନଙ୍କର ଆଛା ଦିନ ଆଣିଲେ । ଆଗକୁ ଦେଶ ବିଜେପି ମୁକ୍ତ ହେବ ।  ଓଡ଼ିଶାର ଆଇନ ଶୃଙ୍ଖଳା କଥା କହିବା ପୂର୍ବରୁ ସେମାନେ ଗୁଜରାଟ, ୟୁପି ଆଉ ଦିଲ୍ଲୀ କଥା ଦେଖନ୍ତୁ । ଦିଲ୍ଲୀ, ୟୁପି ଓ ଗୁଜୁରାଟ ଠୁ ଓଡ଼ିଶାର ଆଇନ ଶୃଙ୍ଖଳା ପରିସ୍ଥିତି ବହୁତ ଭଲ ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି