Masthead

ଓଡ଼ିଶାରେ କ୍ଷମତାକୁ ଆସିପାରିବନି ବିଜେପି: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିକୁ କଡ଼ା ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟରେ ବି ବହୁତ ଅବସରପ୍ରାପ୍ତ ଅଧିକାରୀ କାମ କରୁଛନ୍ତି । ସେମାନେ ଭଲ କାମ କରନ୍ତି ବୋଲି ଅବସର ପରେ କାମ ଦିଆଯାଉଛି । ବିଜେପି ଉତ୍ତରପ୍ରଦେଶ ଓ ଅନ୍ୟ ବିଜେପି ଶାସିତ ରାଜ୍ୟ ଦେଖୁ । ଏମିତି ରାମ୍ପୁଡ଼ି କାମୁଡି ହେଲେ ବିଜେପି କେବେ ବି ଓଡ଼ିଶାରେ କ୍ଷମତାକୁ ଆସି ପାରିବ ନାହିଁ । ସେମାନେ ଭାବୁଛନ୍ତି, ଏମିତି କହିଲେ ଲୋକେ ଗ୍ରହଣ କରବେ । ହେଲେ ସେମାନଙ୍କୁ କେବେ ବି ଲୋକ ଗ୍ରହଣ କରିବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ