Masthead

ମନ୍ତ୍ରୀ ପଦ ଛାଡିଲେ ପ୍ରମିଳା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ। ରାଜ୍ୟପାଳଙ୍କ ନିକଟକୁ ପଠାଇଲେ ନିଜର ଇସ୍ତଫା ପତ୍ର । ଓଡ଼ିଶା ବିଧାନସଭାର ୨୬ତମ ବାଚସ୍ପତି ଭାବେ ଆଜି ଭରିବେ ନାମାଙ୍କନ । ପ୍ରମିଳା ମଲ୍ଲିକ ହେବେ ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ