Masthead

ମନ୍ତ୍ରୀ ପଦ ଛାଡିଲେ ପ୍ରମିଳା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ। ରାଜ୍ୟପାଳଙ୍କ ନିକଟକୁ ପଠାଇଲେ ନିଜର ଇସ୍ତଫା ପତ୍ର । ଓଡ଼ିଶା ବିଧାନସଭାର ୨୬ତମ ବାଚସ୍ପତି ଭାବେ ଆଜି ଭରିବେ ନାମାଙ୍କନ । ପ୍ରମିଳା ମଲ୍ଲିକ ହେବେ ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ