Masthead

ପ୍ରମୋଦ ଭଗତ ପାଇବେ ‘ଖେଳ ରତ୍ନ’ ପୁରସ୍କାର !

(ବଡ଼ ଖବର ବ୍ୟୁରୋ):   ଟୋକିଓ ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ଓଡ଼ିଶା ପୁଅ ପ୍ରମୋଦ ଭଗତ ଆଉ ଏକ ଖୁସି ଖବର ଭେଟି ଦେଇଛନ୍ତି । ତେବେ ପ୍ରମୋଦ ସବୋର୍ଚ୍ଚ କ୍ରୀଡା ସମ୍ନାନ ମେଜର ଧ୍ୟାନ ଚାନ୍ଦ ‘ଖେଳ ରତ୍ନ’ ପୁରସ୍କାର ପାଇବେ ପ୍ରମୋଦ ଭଗତ । ଜାତୀୟ କ୍ରୀଡା ପୁରସ୍କାର କମିଟି ବୁଧବାର ପ୍ରମୋଦଙ୍କ ନାଁ ସୁପାରିସ କରିଛି ।

ଏହା ସହ ପ୍ରମୋଦ ପ୍ରଥମ ଓଡ଼ିଆ କ୍ରୀଡ଼ାବିତ ଭାବେ ଖେଳ ରତ୍ନ ପୁରସ୍କାର ପାଇବେ । ତେବେ ଏହା ପୂର୍ବରୁ କୌଣସି ଓଡ଼ିଆ କ୍ରୀଡ଼ାବିତ ଏହି ପୁରସ୍କାର ପାଇ ନାହାନ୍ତି । ପ୍ରମୋଦଙ୍କ ସହିତ ଚଳିତ ବର୍ଷ ମୋଟ ୧୧ ଜଣଙ୍କ ନାଁ ଏହି ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ପାଇଁ ସୁପାରିସ କରାଯାଇଛି । ଗତବର୍ଷ ୫ ଜଣଙ୍କୁ ଖେଳରତ୍ନ ପୁରସ୍କାର ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ