Masthead

ପ୍ରମୋଦ ଭଗତ ପାଇବେ ଖେଳରତ୍ନ ପୁରସ୍କାର

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଘୋଷଣା ହେଲା ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ। ଓଡ଼ିଆ ପାରା ଅଲମ୍ପିଆନ୍ ପ୍ରମୋଦ ଭଗତ ପାଇବେ ଖେଳରତ୍ନ ପୁରସ୍କାର। ଖେଳରତ୍ନ ପୁରସ୍କାର ପାଇବାରେ ପ୍ରମୋଦ ହେବେ ପ୍ରଥମ ଓଡ଼ିଆ। ପ୍ରମୋଦଙ୍କ ସମେତ ୧୨ଜଣ ପାଇବେ ମେଜର ଧ୍ୟାନଚାନ୍ଦ ଖେଳରତ୍ନ। ଆଥଲେଟିକ୍ସ ନୀରଜ ଚୋପ୍ରା ଓ ରେସଲର ରବି କୁମାରଙ୍କୁ ଖେଳରତ୍ନ ପାରାଅଲମ୍ପିଆନ ଅବନି ଲେଖରା, ସୁମିତ ଅନ୍ତିଲଙ୍କୁ ଖେଳରତ୍ନ ସମ୍ମାନ ସୁମିତ ଅନ୍ତିଲ, କ୍ରିଷ୍ଣା ନାଗର, ମନୀଷ ନରୱାଲ ପାଇବେ ଖେଳରତ୍ନ । ମନପ୍ରୀତ ସିଂ, ମିତାଲି ରାଜ୍, ସୁନୀଲ ଛେତ୍ରୀଙ୍କୁ ଖେଳରତ୍ନ। ଶିଖର ଧାୱନଙ୍କୁ ମିଳିବ ଅର୍ଜୁନ ପୁରସ୍କାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍