Masthead

ଜନ୍ମମାଟିରେ ସୁନାପୁଅ

ଅତାବିରା (ବଡ ଖବର ବ୍ୟୁରୋ): ଟୋକିଓ ପାରା ଅଲମ୍ପିକରେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ଆଜି ନିଜ ଜନ୍ମମାଟିକୁ ଫେରିଛନ୍ତି । ବରଗଡ଼ ଜିଲ୍ଲା ଅତାବିରାକୁ ଆସିଛନ୍ତି ପ୍ରମୋଦ । ସ୍ବର୍ଣ୍ଣ ପଦକ ଜିତିବା ପରେ ଏହା ହେଉଛି ତାଙ୍କର ପ୍ରଥମ ଗସ୍ତ। ପ୍ରମୋଦ ନିଜ ଜନ୍ମମାଟିକୁ ଆସିବା ପରେ ଚାରିଆଡ଼େ ଖୁସିର ଲହରୀ ଖେଳିଯାଇଛି । ଅତାବିରା ସହରସାରା ବିଭିନ୍ନ ସଂଗଠନ ପକ୍ଷରୁ ସ୍ଵାଗତ ବାର୍ତ୍ତାର ବ୍ୟାନର ପୋଷ୍ଟର ଲଗାଯାଇଛି।

ପୁରୁଣା ସିନେମା ହଲ ପାଖ ପ୍ରମୋଦଙ୍କ ଭଡ଼ା ଘର ଫୁଲରେ ସଜାଯାଇଛି। ବିଭିନ୍ନ ସଂଗଠନ ପକ୍ଷରୁ ଅତାବିରା ଓ ଗୋଡ଼ଭଗା ଗାଁରେ ବ୍ୟାପକ ପ୍ରସ୍ତୁତି ଆୟୋଜନ କରାଯାଇଛି । ଟୋକିଓ ପାରା ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ପ୍ରମୋଦ । ଦେଶ ପାଇଁ ଆଣିଛନ୍ତି ସୁନା ପଦକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ