Masthead

ଘାଇଲା କଲେ ସୂରଜ, ପିଠି ଥାପୁଡ଼ାଇଲେ ବବି

ବଡ଼ ଖବର(ଭୁବନେଶ୍ୱର ବ୍ୟୁରୋ): ପ୍ରାର୍ଥୀ ହେବାଠାରୁ ନେଇ ବିଜୟ ଯାଏଁ ଚର୍ଚ୍ଚାରେ ଧାମନଗରର ଯୁବ ବିଧାୟକ ତଥା ଦିବଂଗତ ନେତା ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀ । ବିଧାନସଭାରେ ବି ସୂରଜଙ୍କ ପ୍ରଦର୍ଶନ ଦମଦାର ରହିଛି । ଆଜି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବରେ ରାଜ୍ୟ ସରକାରଙ୍କ କଡା ଟାର୍ଗେଟ କରିଛନ୍ତି ସୂରଜ । ତଥ୍ୟର ସହ ସରକାରଙ୍କ ବିଫଳତାକୁ ଗୋଟି ଗୋଟି କରି ଗଣାଇଥିଲେ । ଗୃହରେ ଜଣେ ନୂଆ ବିଧାୟକଙ୍କ ଦମଦାର ବକ୍ତବ୍ୟ ସମସ୍ତଙ୍କୁ ଅଭିଭୂତ କରିଥିଲା ।

ଏପରିକି ଶାସକ ଦଳ ସଦସ୍ୟମାନେ ବି ତାଙ୍କର ପ୍ରଶଂସା କରିଥିଲେ । ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ସୂରଜଙ୍କ ପିଠି ଥାପୁଡ଼େଇ ସାବାସୀ ଦେଉଥିବାର ଦେଖିବାକୁ ମିଳିଥିଲା । ପୂର୍ବରୁ ମଧ୍ୟ ନିଜ ପ୍ରଶ୍ନ ଜରିଆରେ ଚର୍ଚ୍ଚାରେ ଥିଲେ ସୂରଜ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ