Masthead

ଘାଇଲା କଲେ ସୂରଜ, ପିଠି ଥାପୁଡ଼ାଇଲେ ବବି

ବଡ଼ ଖବର(ଭୁବନେଶ୍ୱର ବ୍ୟୁରୋ): ପ୍ରାର୍ଥୀ ହେବାଠାରୁ ନେଇ ବିଜୟ ଯାଏଁ ଚର୍ଚ୍ଚାରେ ଧାମନଗରର ଯୁବ ବିଧାୟକ ତଥା ଦିବଂଗତ ନେତା ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀ । ବିଧାନସଭାରେ ବି ସୂରଜଙ୍କ ପ୍ରଦର୍ଶନ ଦମଦାର ରହିଛି । ଆଜି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବରେ ରାଜ୍ୟ ସରକାରଙ୍କ କଡା ଟାର୍ଗେଟ କରିଛନ୍ତି ସୂରଜ । ତଥ୍ୟର ସହ ସରକାରଙ୍କ ବିଫଳତାକୁ ଗୋଟି ଗୋଟି କରି ଗଣାଇଥିଲେ । ଗୃହରେ ଜଣେ ନୂଆ ବିଧାୟକଙ୍କ ଦମଦାର ବକ୍ତବ୍ୟ ସମସ୍ତଙ୍କୁ ଅଭିଭୂତ କରିଥିଲା ।

ଏପରିକି ଶାସକ ଦଳ ସଦସ୍ୟମାନେ ବି ତାଙ୍କର ପ୍ରଶଂସା କରିଥିଲେ । ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ସୂରଜଙ୍କ ପିଠି ଥାପୁଡ଼େଇ ସାବାସୀ ଦେଉଥିବାର ଦେଖିବାକୁ ମିଳିଥିଲା । ପୂର୍ବରୁ ମଧ୍ୟ ନିଜ ପ୍ରଶ୍ନ ଜରିଆରେ ଚର୍ଚ୍ଚାରେ ଥିଲେ ସୂରଜ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ