Masthead

ପ୍ରସନ୍ନଙ୍କ ଆୟ ବହିର୍ଭୂତ ସମ୍ପତ୍ତି ୭ କୋଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କୁବେର କନେଷ୍ଟବଳଙ୍କ ବିପୁଳ ସମ୍ପତ୍ତି ଠାବ ।  ଆସିଲା ଗିରଫ କୁବେର କନେଷ୍ଟବଳଙ୍କ ସମ୍ପତ୍ତି ତାଲିକା । ସମ୍ପତ୍ତି ତାଲିକାର ହିସାବ ଦେଲା ଭିଜିଲାନ୍ସ । ପ୍ରସନ୍ନ ବେହେରାଙ୍କ ସମ୍ପତ୍ତି ରହିଛି ୭ କୋଟି । ଆୟରେ ୨୧ ପ୍ରତିଶତ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଛି । ପରିବାରର ମଧ୍ୟ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଛି ।

ସମସ୍ତଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ଏବଂ ଅଧିକ ଖୋଲତାଡ଼ ମଧ୍ୟ ଜାରି ରହିଛି । ପୂର୍ବରୁ କୁବେର କନେଷ୍ଟବଳଙ୍କ ଘରେ ରେଡ୍ କରିଥିଲା ଭିଜିଲାନ୍ସ । ଆରମ୍ଭ ହୋଇ ଯାଇଥିଲା ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୫ଟି ସ୍ଥାନରେ ହୋଇଥିଲା ଚଢାଉ । ଦୁଇ ଜଣ ଡିଏସପି, ୬ ଜଣ ଇନସ୍ପେକ୍ଟରଙ୍କ ସମେତ ଭିଜିଲାନ୍ସର ୫ଟି ଟିମ୍ ଚଢ଼ାଉ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି