Masthead

ଯେତେ ପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ସେ ପର୍ଯ୍ୟନ୍ତ ବିଜେଡି ଆସିବ ନାହିଁ: ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ପରାଜୟକୁ ନେଇ ପ୍ରସନ୍ନ ପଟ୍ଟଶାଣୀଙ୍କ ବଡ ବୟାନ । କହିଲେ ମୁଁ ବିଜେଡି ଲୋକ । ମୋ ଜନ୍ମ ଜାତକରେ ମୋ ନା ପଢିବେ । ଦୁର୍ଭାଗ୍ୟ ଦଳ ଗଢିକି ଦଳ ଛାଡିଲା ବେଳେ ବଡ ଦୁଃଖ ଲାଗେ । ମୁଁ କେବେ ବି ଦଳ ଛାଡ଼ିକି ଆସିନଥାନ୍ତି । ଅମର ଶତାପଥୀ ଯାହା କହିଛନ୍ତି କିଛି ତ ଖରାପ କହିନାହାନ୍ତି । କିନ୍ତୁ ଭଲ ମନ୍ଦ କିଏ ବୁଝୁଛି । ମୋତେ ଦୁଃଖ ଲାଗୁଛି ଯେତେ ପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ସେ ପର୍ଯ୍ୟନ୍ତ ବିଜେଡି ଆସିବ ନାହିଁ । ସେ ପା କହିଥିଲେ ରାଜନୀତିରୁ ସନ୍ୟାସ ନେବେ ବୋଲି । କାହିଁ କହୁଥିଲେ । ସେ ଭୁଲ ନା ସେ ବୁଝି ପାରୁଛନ୍ତି ନା ଆମେ ଦେଖି ପାରୁଛୁ । ନବୀନଙ୍କ ପ୍ରତି ମୋର ଦୁର୍ବଳତା ଅଛି କିନ୍ତୁ ପାଣ୍ଡିଆନଙ୍କ ଯୋଗୁଁ ଆମର ଲୋକପ୍ରିୟ ସରକାର ଚାଲିଗଲା । ବିଜେଡିରେ ତ କେହି ନବୀନଙ୍କ ବିରୋଧରେ କହୁ ନାହାନ୍ତି ପାଣ୍ଡିଆନଙ୍କୁ କାହିଁ କହୁଛନ୍ତି । ଏବେ ନୂଆ ମୁଖ୍ୟମନ୍ତ୍ରୀ ଏତେ କାମ କରୁଛନ୍ତି । ଧର୍ମେନ୍ଦ୍ରଙ୍କ ଭଳି ଲୋକ ମିଳିବେ । ରାଜନୀତି କରିବା ପାଇଁ ବହୁତ ଭଲ ଭଲ ଲୋକ ଅଛନ୍ତି । ପାଣ୍ଡିଆନ ପଛରେ ଧାଇଁଲେ କ’ଣ ହେବ । ଲୋକ ମାନେ ଯେଉଁ ଦଳକୁ ଫୋପାଡି ଦେଲେ ସେ ଦଳର କ’ଣ ହେବ । ମୁଁ ପାଣ୍ଡିଆନ ପାଇଁ ବିଜେଡି ଛାଡ଼ିଲି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ