Masthead

ଶଙ୍ଖ ଛାଡି ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶଙ୍ଖ ଛାଡି ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ । ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ସାଂସଦ ହେଉଛନ୍ତି ପ୍ରସନ୍ନ ପାଟ୍ଟଶାଣୀ । ବିଜେଡିର ପ୍ରତିଷ୍ଠାତା ସଦସ୍ୟ ଥିଲେ ପ୍ରସନ୍ନ । ଦଳର ଶୋଚନୀୟ ପରାଜୟ ପରେ ଦଳକୁ କଲେ ବାଏ ବାଏ । ଦିଲ୍ଲୀ ଗସ୍ତ ସମୟରେ ସେ ବିଜେପିରେ ସାମିଲ ହୋଇଛନ୍ତି ।

କାନ୍ଧରେ ବିଜେପି ଉତରୀୟ ପକାଇଥିବା ପ୍ରସନ୍ନ ପାଟ୍ଟଶାଣୀଙ୍କ ଫଟୋ ସାମ୍ନାକୁ ଆସିଛି । ଦିଲ୍ଲୀରେ ଥିବା ନବ ନିର୍ବାଚିତ ସାଂସଦ ଓ ବରିଷ୍ଠ ବିଜେପି ନେତାଙ୍କ ସହ ଥିବା ଫଟୋ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି । ୨୦୨୪ ଓ ୨୦୧୯ରେ ବିଜେଡି ଟିକେଟ ଆଶାୟୀ ଥିଲେ ପ୍ରସନ୍ନ ପାଟ୍ଟଶାଣୀ । କିନ୍ତୁ ବିଜେଡି ତାଙ୍କ ଉପରେ ଭରଷା କରିନଥିଲା । ବିଜେପି ରାଜ୍ୟରେ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ