Masthead

ବିଗତ ସରକାରରେ ବି ବିଦ୍ୟୁତ୍ କଟୁଥିଲା: ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିର ଧର୍ମ ବିରୋଧ କରିବା । ସେ ତା’ ଧର୍ମ କରୁଛି। ଆମେ ଆମ କର୍ମ କରୁଛୁ। ଆମେ କର୍ମରେ ବିଶ୍ୱାସ ରଖୁ। ରାଷ୍ଟ୍ରପତି ଜଣେ ମଣିଷ। ରାଷ୍ଟ୍ରପତି ଭାଷଣ ଦେବା ବେଳେ ଲାଇନ ଯଦି କଟିଗଲା, ତା’ଠୁ ତ ଅଧିକ ଗାଁ ଗହଳିରେ କଟୁଛି। ଏ ଯେଉଁ ଲାଇନ କଟୁଛି, ବିଗତ ସରକାରରେ ବି କଟୁଥିଲା। ଅନ୍ୟ ପ୍ରଦେଶରେ ଯେତେ ବେଳେ ଲାଇନ୍ କଟୁଛି, ଆମ ରାଜ୍ୟରେ ଖୁବ୍ କମ୍ କଟୁଛି। ରାଷ୍ଟ୍ରପତିଙ୍କୁ ଆମେ ସମ୍ମାନ ଦେଉଛୁ। ଆମର ଗର୍ବ । ଆମ ଓଡ଼ିଶାର ମାଟି ପାଇଁ ଗର୍ବ । ପ୍ରଧାନମନ୍ତ୍ରୀ ତାଙ୍କୁ ରାଷ୍ଟ୍ରପତି କଲେ । ସେ ପଜେଟିଭ ମାଇଣ୍ଡରେ କହିଲେ ସିନା ହେବ। ଏତିକି ନୁହେଁ , ଆଗକୁ ସ୍ଥିତି ଆହୁରି ସଙ୍ଗୀନ ହେବ। ଯେଉଁ ଅବସ୍ଥା ହେଲାଣି, ଲାଇନ୍ ନୁହେଁ ପାଣି ବି ମିଳିବନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା