Masthead

ଦଳର ଆଭିମୁଖ୍ୟକୁ ପ୍ରଚାର ପ୍ରସାର କରୁଛି ବିଜେପି: ପ୍ରଶାନ୍ତ ମୁଦୁଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ବିଜେପି କରିବ ଓବିସି ଜନ ଜାଗରଣ ଯାତ୍ରା । ଏହାକୁ ନେଇ ଜବାବ ରଖିଛି ବିଜେଡି । ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି ବିଜେପି ତାଙ୍କ ଦଳର ଆଭିମୁଖ୍ୟକୁ ପ୍ରଚାର ପ୍ରସାର କରୁଛନ୍ତି । ଆମେ ଆମ ଆଭିମୁଖ୍ୟରେ ଅଛୁ । ଆମେ ପ୍ରଚାର ପ୍ରସାର ଭିତରେ ନାହୁଁ । ଆମେ ବାସ୍ତବତା ଭିତରେ ଅଛୁ । ଲୋକଙ୍କ ପାଇଁ କିଛି କରିବା, ତାଙ୍କ ପାଇଁ ଯୋଜନା କରିବା, ତାକୁ କାର୍ୟ୍ୟକାରୀ କରିବା ଏହି ମାନସତିକା ଭିତରେ ବିଜେଡି ରହେ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ