Masthead

ଦଳର ଆଭିମୁଖ୍ୟକୁ ପ୍ରଚାର ପ୍ରସାର କରୁଛି ବିଜେପି: ପ୍ରଶାନ୍ତ ମୁଦୁଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ବିଜେପି କରିବ ଓବିସି ଜନ ଜାଗରଣ ଯାତ୍ରା । ଏହାକୁ ନେଇ ଜବାବ ରଖିଛି ବିଜେଡି । ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି ବିଜେପି ତାଙ୍କ ଦଳର ଆଭିମୁଖ୍ୟକୁ ପ୍ରଚାର ପ୍ରସାର କରୁଛନ୍ତି । ଆମେ ଆମ ଆଭିମୁଖ୍ୟରେ ଅଛୁ । ଆମେ ପ୍ରଚାର ପ୍ରସାର ଭିତରେ ନାହୁଁ । ଆମେ ବାସ୍ତବତା ଭିତରେ ଅଛୁ । ଲୋକଙ୍କ ପାଇଁ କିଛି କରିବା, ତାଙ୍କ ପାଇଁ ଯୋଜନା କରିବା, ତାକୁ କାର୍ୟ୍ୟକାରୀ କରିବା ଏହି ମାନସତିକା ଭିତରେ ବିଜେଡି ରହେ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର