Masthead

କୋର୍ଟରେ ହାଜର ହେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): କୋର୍ଟରେ ହାଜର ହେଲେ ପ୍ରଶାନ୍ତ ଜଗଦେବ । ଆଗୁଆ ଜାମିନ ପାଇଁ ହାଇକୋର୍ଟ ଯାଇଥିଲେ ବିଧାୟକ । କିନ୍ତୁ ଆଗୁଆ ବେଲ୍ ମିଳିବ ନାହିଁ । ତେବେ ଜାମିନ ପାଇଁ ବିଧାୟକ ନିମ୍ନ ଅଦାଲତରେ ଆବେଦନ କରିପାରିବେ । ଏବଂ ଆତ୍ମସମର୍ପଣପରେ ନିମ୍ନ ଅଦାଲତ ରାୟ ଶୁଣାଇବେ । ପୋଲିସ ଓ ଅଭିଯୋଗକାରୀ ଶୁଣାଣି ସମୟରେ ଉପସ୍ଥିତ ରହି ସମ୍ପୂର୍ଣ୍ଣ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ବାଲୁଗାଁର ବିଜେପି ନଗର ମଣ୍ଡଳ ସଭାପତିଙ୍କୁ ବିଚ ରାସ୍ତାରେ ମାଡ଼ ମାରି ବିବାଦକୁ ଆସିଥିଲେ ପ୍ରଶାନ୍ତ ।

ଏନେଇ ବାଲୁଗାଁ ଥାନାରେ ମାମଲା ମଧ୍ୟ ରୁଜୁ ହୋଇଥିଲା । ଏହା ପରଠାରୁ ଫେରାର ଥିଲେ ପ୍ରଶାନ୍ତ । ପ୍ରଶାନ୍ତଙ୍କ ନାଁରେ ବାରମ୍ବାର ଗୁଣ୍ଡାଗିରିର ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନେଇଥିଲା ବିଜେଡି । ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିଲା । ତେବେ ଫେରାର ଥିବା ପ୍ରଶାନ୍ତ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଅବେଦନ କରିଥିଲେ । ଯାହାକୁ କୋର୍ଟ ଖାରଜ କରିଦେବା ସହ ନିମ୍ନକୋର୍ଟରେ ହାଜର ହୋଇ ଜାମିନ ଅବେଦନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି