Masthead

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚିଲ୍ଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ ମିଳିଛି । ବିଜେପି ନେତାଙ୍କୁ ମାଡ଼ ମାରି ଜେଲରେ ଥିଲେ ଚିଲ୍ଲିକା ବିଧାୟକ । ତେବେ ସର୍ତ୍ତମୂଳକ ଜାମିନ ହାଇକୋର୍ଟ ଦେଇଥିବାର ସୂଚନା ମିଳିଛି । ସାକ୍ଷୀଙ୍କୁ ପ୍ରଭାବିତ ନକରିବାକୁ ସର୍ତ୍ତରେ ଉଲ୍ଲେଖ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ