Masthead

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ । ଜାମିନ ପ୍ରଦାନ କଲେ ହାଇକୋର୍ଟ । ଜାମିନ ଉପରେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ । ପୋଲିଂ ବୁଥ୍‌ରେ ଗଣ୍ଡଗୋଳ ମାମଲାରେ ଗିରଫ ହୋଇଥିଲେ ପ୍ରଶାନ୍ତ । ପରେ ପ୍ରଶାନ୍ତଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ