Masthead

ଜାପାନ ହେବ ଓଡ଼ିଶାର ବିଜିନେସ ପାର୍ଟନର: ପ୍ରତାପ ଦେବ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଜାପାନରୁ ବିଜିନେସ ମିଟର ବଡ ସଫଳତା ମିଳିଛି । ଦେଶର୍ ସର୍ଵ ବୃହତମ ଷ୍ଟିଲ ପ୍ଲାଣ୍ଟ ହେବ ଓଡ଼ିଶାରେ । ମୁଖ୍ୟମନ୍ତ୍ରୀ ଓ ଟିମ୍ ନିପନ ଷ୍ଟିଲ ବୁଲି ଦେଖିଛନ୍ତି । ୯ଦିନ ଜାାନ ଗସ୍ତର ବେଶ୍ ସଫଳ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟରେ ଶିଳ୍ପାୟନ ଆଗେଇବ । ଜାପାନ ହେବ ଓଡ଼ିଶାର ବିଜିନେସ ପାଟନର୍ । ମେଟାଲ ଶିଳ୍ପକୁ ଫୋକସ କରାଯାଇଛି । ୩୦ନିୟୁତ ମେଟ୍ରିକ୍ ଟନ୍ ନିପନ ଷ୍ଟିଲ ପ୍ଲାଣ୍ଟ ଓଡ଼ିଶାରେ ଉତ୍ପାଦନ କରିବ ।

ଉଦ୍ୟୋଗୀମାନେ ପାୱାର ପ୍ଲାଣ୍ଟ ପାଇଁ ଗ୍ରୀନ ନିମୋନିଆ ବ୍ୟବହାର ଉପରେ ଗୁରୁତ୍ୱ ଦେଇଛନ୍ତି । ଜାହାଜ ପରିଚାଳନା ହବ ଓଡ଼ିଶାରେ କରିବାକୁ ଜାପାନ ଆଗ୍ରହ ପ୍ରକାଶ କରିଛି । ପୂର୍ବରୁ ପ୍ରଥମ ପର୍ୟ୍ୟାୟରେ ଜାପାନ ସହ ଆଲୋଚନା ହୋଇଛି । ଖୁବଶୀଘ୍ର ଜାପାନ ପ୍ରତିନିଧି ଦଳ ଓଡ଼ିଶା ଆସିବେ । ସେମାନେ କ୍ଷେତ୍ର ପରିଦର୍ଶନ କରିବେ । ଆମେ ମଧ୍ୟ ସେମାନଙ୍କୁ ନିମନ୍ତ୍ରଣ କରିଛୁ ବୋଲି ଶିଳ୍ପମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର