କରୋନାରେ ଆକ୍ରାନ୍ତ ହେଲେ ପ୍ରତାପ ଷଡଙ୍ଗୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କରୋନାରେ ସଂକ୍ରମିତ ହୋଇଛନ୍ତି । ଏନେଇ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ତେବେ କରୋନା ଲକ୍ଷଣ ଦେଖାଦେବାରୁ ନିଜର ପରୀକ୍ଷା କରାଇଥିଲି । ରିପୋର୍ଟ ପଜିଟିଭ ଆସିଛି । ଡାକ୍ତରଙ୍କ ପରାମର୍ଶ କ୍ରମେ ଏବେ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସକୁ ଯାଉଛି ।

ଯେଉଁମାନେ ଗତ କିଛିଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ନିଜକୁ ଆଇସୋଲେଟ କରି ରଖନ୍ତୁ ଏବଂ ଦରକାର ହେଲେ କରୋନ ପରୀକ୍ଷା କରାଇନିଅନ୍ତୁ ବୋଲି ପୂର୍ବତନ କେନ୍ଦ୍ରୀମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’