Masthead

ବିରୋଧୀ ଦଳ ନେତା ହିଂସା କରୁଛନ୍ତି : ପ୍ରତାପ ଦେବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଝାରସୁଗୁଡ଼ାରେ ବିଜେପିର ପ୍ରେସମିଟ ନେଇ ବିଜେଡିର ପ୍ରତିକ୍ରିୟା । ସମ୍ବଲପୁର ହିଂସା ଇତିହାସ ହିଁ କହିବ ବିଜେପି ପ୍ରଶ୍ନର ଉତ୍ତର । ପ୍ରତ୍ୟେକ ରାମନବମୀ ଓ ହନୁମାନ ଜୟନ୍ତୀରେ କିଛି ନା କିଛି ସେଠି ଝାମେଲା ହୁଏ । କିଏ ଝାମେଲା କରେ ତାହା ରାଜ୍ୟବାସୀ ଜାଣିଛନ୍ତି । ବିରୋଧୀ ଦଳ ନେତା ହିଂସା କରୁଛନ୍ତି  ବୋଲି କହିଛନ୍ତି ଶକ୍ତି ଓ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ। ହନୁମାନ ଜୟନ୍ତୀ ରାମନବମୀରେ ସେଠି ଅସାମାଜିକ କାର୍ଯ୍ୟକ୍ରମ କରି ହିନ୍ଦୁ ମୁସଲିମ ଟେନସେନ ବା ସାମ୍ପ୍ରଦାୟିକ ଟେନସନ କିଏ ସୃଷ୍ଟି କରୁଛି ।

ନିଜେ ପୂଜାରୀବାବୁ ଅଛନ୍ତି । ସେ ନିଜେ କହୁ ନାହାନ୍ତି ବିଗତ ୧୫ ବର୍ଷ ହେବ ଯେଉଁ ଟେନସନ ହେଉଛି କଣ ବିଜେଡି କରାଉଛି କି ? କେବଳ ବିଜେପି ହିଁ ସେ ସବୁ କରାଉଛି । ଆମେ ବି ସିଧା କହୁଛୁ ଆଇନଶୃଙ୍ଖଳା ଯିଏ ଭାଙ୍ଗୁଛି ଯିଏ ଉସକାଉଛି, ସେ ବିଜେଡି କି ବିଜେପି, କଂଗ୍ରେସ ହେଉ ତା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବା ଉଚିତ । ଆଇନକୁ ତା କାମ କରିବା ପାଇଁ ଦିଆଯାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ