Masthead

ବିରୋଧୀ ଦଳ ନେତା ହିଂସା କରୁଛନ୍ତି : ପ୍ରତାପ ଦେବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଝାରସୁଗୁଡ଼ାରେ ବିଜେପିର ପ୍ରେସମିଟ ନେଇ ବିଜେଡିର ପ୍ରତିକ୍ରିୟା । ସମ୍ବଲପୁର ହିଂସା ଇତିହାସ ହିଁ କହିବ ବିଜେପି ପ୍ରଶ୍ନର ଉତ୍ତର । ପ୍ରତ୍ୟେକ ରାମନବମୀ ଓ ହନୁମାନ ଜୟନ୍ତୀରେ କିଛି ନା କିଛି ସେଠି ଝାମେଲା ହୁଏ । କିଏ ଝାମେଲା କରେ ତାହା ରାଜ୍ୟବାସୀ ଜାଣିଛନ୍ତି । ବିରୋଧୀ ଦଳ ନେତା ହିଂସା କରୁଛନ୍ତି  ବୋଲି କହିଛନ୍ତି ଶକ୍ତି ଓ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ। ହନୁମାନ ଜୟନ୍ତୀ ରାମନବମୀରେ ସେଠି ଅସାମାଜିକ କାର୍ଯ୍ୟକ୍ରମ କରି ହିନ୍ଦୁ ମୁସଲିମ ଟେନସେନ ବା ସାମ୍ପ୍ରଦାୟିକ ଟେନସନ କିଏ ସୃଷ୍ଟି କରୁଛି ।

ନିଜେ ପୂଜାରୀବାବୁ ଅଛନ୍ତି । ସେ ନିଜେ କହୁ ନାହାନ୍ତି ବିଗତ ୧୫ ବର୍ଷ ହେବ ଯେଉଁ ଟେନସନ ହେଉଛି କଣ ବିଜେଡି କରାଉଛି କି ? କେବଳ ବିଜେପି ହିଁ ସେ ସବୁ କରାଉଛି । ଆମେ ବି ସିଧା କହୁଛୁ ଆଇନଶୃଙ୍ଖଳା ଯିଏ ଭାଙ୍ଗୁଛି ଯିଏ ଉସକାଉଛି, ସେ ବିଜେଡି କି ବିଜେପି, କଂଗ୍ରେସ ହେଉ ତା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବା ଉଚିତ । ଆଇନକୁ ତା କାମ କରିବା ପାଇଁ ଦିଆଯାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’