Masthead

‘ପ୍ରତୀକ୍ଷା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଘୋଷଣା ହୋଇଛି ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ଏଥିରେ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ମନୋନୀତ ଫିଲ୍ମ ହୋଇଛି ‘ପ୍ରତୀକ୍ଷା’। ସେହିପରି ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବରେ ବିବେଚିତ ହୋଇଛି ସର୍ଦ୍ଦାର ଉଦ୍ଦମ। ‘ପୁଷ୍ପା’ରେ ଚମତ୍କାର ଆକ୍ଟିଂ ପାଇଁ ଅଲ୍ଲୁ ଅର୍ଜୁନଙ୍କୁ ମିଳିବ ଶ୍ରେଷ୍ଠ ଅଭିନେତା ପୁରସ୍କାର ।

ସେହିପରି ଗଙ୍ଗୁବାଇ କାଥିଆୱାଡ଼ର ନାୟୀକା ଆଲିଆର ଭଟ୍ଟ ଶ୍ରେଷ୍ଠ ଅଭିନେତ୍ରୀ, ପୁଷ୍ପା ପାଇଁ ଶ୍ରେଷ୍ଠ ସଂଗୀତ ନିର୍ଦ୍ଦେଶକ ପୁରସ୍କାର ଦେବୀ ଶ୍ରୀପ୍ରସାଦଙ୍କୁ ମିଳିବ । ମରାଠି ଫିଲ୍ମ ଗୋଦାବରୀ ପାଇଁ ନିଖିଲ ମହାଜନ ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ମୋନନୀତ ହୋଇଛନ୍ତି। ‘ମିମି’ ପାଇଁ ଶ୍ରେଷ୍ଠ ସହ ଅଭିନେତା ପୁରସ୍କାର ମିଳିବପଙ୍କଜ ତ୍ରିପାଠୀଙ୍କୁ ।

‘କାଶ୍ମୀର ଫାଇଲ’ ପାଇଁ ପଲ୍ଲବୀ ଯୋଶୀ ଶ୍ରେଷ୍ଠ ସହ ଅଭିନେତ୍ରୀ । ଶ୍ରେୟା ଘୋଷାଲ ଓ କାଳ ଭୈରବ ଶ୍ରେଷ୍ଠ କଣ୍ଠଶିଳ୍ପୀ ହୋଇଥିବା ବେଳେ ‘ମିମି’ ପାଇଁ କ୍ରିତି ସାନୋନ୍‌ ବି ଶ୍ରେଷ୍ଠ ଅଭିନେତ୍ରୀ ବିବେଚିତ ହୋଇଛନ୍ତି

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ