Masthead

ବିଜେଡି ଛାଡ଼ିଲେ ପ୍ରଭାସ ସିଂହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ । ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ପ୍ରଭାସ । ନବୀନ ନିବାସ ଆସି ଇସ୍ତଫା ପତ୍ର ପ୍ରଦାନ କଲେ ପ୍ରଭାସ ।ଗତ ୨୦୧୪ରୁ ୨୦୧୯ ଯାଏଁ ବରଗଡରୁ ବିଜେଡି ସାଂସଦ ଥିଲେ ପ୍ରଭାସ ସିଂ । ତେବେ ୨୦୧୯ରେ ପ୍ରଭାସଙ୍କ ବଦଳରେ ଦଳ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟିକେଟ ଦେଇଥିଲା । ୨୦୧୯ରେ ପ୍ରଭାସ ସହଯୋଗ କରିଥିଲେ ମଧ୍ୟ ପ୍ରସନ୍ନ ପରାଜିତ ହୋଇଥିଲେ ।

୨୦୨୪ ନିର୍ବାଚନରେ ମଧ୍ୟ ପ୍ରଭାସ ଟିକେଟ ଆଶାୟୀ ଥିଲେ । କିନ୍ତୁ ଦଳ ପ୍ରଭାସଙ୍କ ବଦଳରେ ପରିଣୀତା ମିଶ୍ରଙ୍କୁ ପ୍ରାର୍ଥୀ କରିଥିଲା । ତେଣୁ ପ୍ରଭାସ ଏହି ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ଦଳ ଛାଡିଥିବା କୁହାଯାଉଛି । ଚଳିତଥର ବିଜେଡିରୁ ପରିଣୀତା ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ପ୍ରଦୀପ ପୁରୋହିତ ଓ କଂଗ୍ରେସରୁ ସଞ୍ଜୟ ଭୋଇ ମୈଦାନକୁ ଓହ୍ଲାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି