Masthead

‘ବିଶ୍ବାସଘାତକତାର ଜବାବ ଦେବାକୁ ପ୍ରସ୍ତୁତ ହେଉଛନ୍ତି ନୂଆପଡ଼ାବାସୀ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିବା ସହ କଡ଼ା ଜବାବ୍ ଦେଇଛନ୍ତି। ସେ କହିଛନ୍ତି, ମିଛ ପ୍ରତିଶ୍ରୁତି ନୁହେଁ ୫୦୦ ଦିନର ସରକାର ଉପରେ ଭରସା ଓ ବିଶ୍ୱାସର ଭୋଟ ଦେବେ ନୂଆପଡ଼ାବାସୀ। ଡବଲ ଇଂଜିନ, କ୍ୟାପଟେନ ଫିଟ୍ ବିଜେପିକୁ ହିଁ ବାଛିବେ, ପଦ୍ମଫୁଲରେ ଭୋଟ ଦେବେ। ଏହାସହ ନବୀନଙ୍କ ୨୪ବର୍ଷର ବିଶ୍ବାସଘାତକତାର ଜବାବ ଦେବାକୁ ପ୍ରସ୍ତୁତ ହେଉଛନ୍ତି ନୂଆପଡ଼ାବାସୀ  ।  ଯିଏ ମିଶନ ଶକ୍ତି ମହିଳାଙ୍କ ସହ ପ୍ରତିକଥାରେ ବିଶ୍ବାସଘାତ କରିଛି ତାର ଜବାବ ନିର୍ବାଚନରେ ସୁଭଦ୍ରା ଭଉଣୀମାନେ ଦେବେ ବୋଲି ସୋସିଆଲ ମିଡିଆରେ ଲେଖିଛନ୍ତି ପ୍ରଭାତି ପରିଡ଼ା ।

ଗତକାଲି ନିର୍ବାଚନୀ ପ୍ରଚାର ବେଳେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ତାଙ୍କ ସହ ବେଇମାନୀ ହୋଇଥିବା କଥା କହିଥିଲେ । ଯାହାକୁ ନେଇ ଜୋର ଧରିଛି ରାଜନୀତି।  ଏଥିସହ ସେ କହିଛନ୍ତି ମିଛ ପ୍ରତିଶ୍ରୁତି ନୁହେଁ ୫୦୦ ଦିନର ସରକାର ଉପରେ ଭରସା ଓ ବିଶ୍ୱାସର ଭୋଟ ଦେବେ ନୂଆପଡ଼ାବାସୀ । ଡବଲ ଇଂଜିନ, କ୍ୟାପଟେନ ଫିଟ୍ ବିଜେପିକୁ ହିଁ ବାଛିବେ, ପଦ୍ମଫୁଲରେ ଭୋଟ ଦେବେ । ପ୍ରଭାତୀ ପରିଡ଼ା ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରି କହିଛନ୍ତି, ବିଶ୍ୱାସଘାତକତା କଣ ଏବେ ବୋଧେ ଛାମୁଙ୍କୁ ଲାଗିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ