Masthead

ହୋଟେଲରୁ ମିଳିଲା ଡେପୁଟି ସିଏମଓଙ୍କ ଶବ

ପ୍ରୟାଗରାଜ(ବଡ଼ ଖବର ବ୍ୟୁରୋ): ପ୍ରୟାଗରାଜ ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ସୁନୀଲ ସିଂହଙ୍କ ଆତ୍ମହତ୍ୟା । ବାରଣାସୀ ବାସିନ୍ଦା ୪୬ବର୍ଷ ବୟସ୍କ ସୁନୀଲ ସିଂହ ଫାସି ଲଗାଇ ଆତ୍ମହତ୍ୟା କରିଛନ୍ତି । ପ୍ରୟାଗରାଜର ହୋଟେଲ ବିଠଲର ରୁମ୍ ନମ୍ବର ୧୦୬ରେ ତାଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରେ ସ୍ୱାସ୍ଥ୍ୟ ସଚେତନତା ଅଭିଯାନର ନୋଡାଲ ଅଫିସର ଥିବା ସୁନୀଲଙ୍କ ଆତ୍ମହତ୍ୟା ସ୍ୱାସ୍ଥ୍ୟ ବିଭାଗର ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚକିତ କରିଛି । ସେ କାହିଁକି ଆତ୍ମହତ୍ୟା କରିଛନ୍ତି ଜଣାପଡ଼ିନି। ଘରୋଇ ଅସନ୍ତୋଷରୁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ ଶବ ଉଦ୍ଧାର କରି ଶବବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ