ଇଡିରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି । ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ହାଜର । କିଛି ଦିନ ତଳେ ବିଧାୟକ ପ୍ରଫୁଲ୍ଲ ସାମଲ ଇଡିରେ ହାଜର ହୋଇଥିଲେ । ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ୮ ଘଣ୍ଟା ଧରି ଜେରା କରିଥିଲା ଇଡି ।

କିଛି ଦିନ ତଳେ ବିଧାୟକ ପ୍ରଫୁଲ୍ଲ ସାମଲ ମଧ୍ୟ ଇଡିରେ ହାଜର ହୋଇଥିଲେ । ଦୀର୍ଘ ଘଂଟା ଧରି ପ୍ରଫୁଲ୍ଲ ସାମଲଙ୍କୁ ଇଡି ଅଧିକାରୀ ପଚରାଉଚରା କରିଥିଲେ । ଏହା ପୂର୍ବରୁ ଭୁବନେଶ୍ୱର, ଭଦ୍ରକର ଏକାଧିକ ସ୍ଥାନରେ ରେଡ୍ କରିଥିଲା ଇଡି । ଗୋଟିଏ କାର ସହ ୯ଲକ୍ଷ ଟଙ୍କା ଜବତ କରାଯାଇଥିଲା । ଏହା ପରେ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ