Masthead

ଲୋକଙ୍କ ଆଶା ପ୍ରତିଫଳିତ କରିବାକୁ ଉଦ୍ୟମ ଜାରି ରହିବ: ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶେଷ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ । ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ମୁଖ୍ୟମନ୍ତ୍ରୀ କହିଛନ୍ତି, ବଜେଟ ପାଇଁ ଲୋକଙ୍କ ମତାମତ ଲୋଡ଼ା ଯାଇଥିଲା। ବିଭିନ୍ନ ବର୍ଗର ଲୋକେ ନିଜ ନିଜର ମତାମତ ଦେଇଛନ୍ତି। ୨୬ଜଣ ମୂଲ୍ୟବାନ ପ୍ରସ୍ତାବ ଦେଇଛନ୍ତି। ସମସ୍ତଙ୍କ ମତାମତକୁ ନେଇ ବଜେଟ ପ୍ରସ୍ତୁତ ହେଉଛି। ଆଗାମୀ ବଜେଟ ଓଡ଼ିଶା ବିକାଶରେ ସହାୟକ ହେବ। ୧୨ ହଜାରରୁ ଅଧିକ ଲୋକ ଅନଲାଇନରେ ମତାମତ ଦେଇଛନ୍ତି।

ଯାହା ପୂର୍ବ ବର୍ଷ ତୁଳନାରେ ଏହା ୬ ଗୁଣା ଅଧିକ। ଲୋକଙ୍କ ଆଶା ପ୍ରତିଫଳିତ କରିବାକୁ ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୨୫ରେ ନୂଆ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ। ଏହା ପୂର୍ବରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ପ୍ରାକ ବଜେଟ ପରାମର୍ଶ ବୈଠକ ଆୟୋଜିତ ହୋଇଛି। ବୈଠକରେ ବିଭିନ୍ନ ବର୍ଗର ୮୦ରୁ ଅଧିକ ବିଶେଷଜ୍ଞ ସାମିଲ ହୋଇଥିଲେ। ୨୦୨୪-୨୫ ବଜେଟ ରୂପରେଖ ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ